hanuman

ଆଜିଠାରୁ ପଡ଼ିଲା ହନୁମାନଙ୍କ କୃପାଦୃଷ୍ଟି ଖୋଲିଯିବ ଏହି ୯ଟି ରାଶିର ଭାଗ୍ୟ,ହୋଇଯିବେ କୋଟିପତି |

HEALTH

ନମସ୍କାର ବନ୍ଧୁଗଣ, ଶ୍ରୀରାମ ଭକ୍ତ ପରଂବୀର ହନୁମାନ ଅତ୍ୟନ୍ତ ଦୟାଳୁ।ପ୍ରଭୁ ହନୁମାନ ସଙ୍କଟ ମୋଚନ ଅଟନ୍ତି। ପ୍ରଭୁ ହନୁମାନଙ୍କ କୃପା ଦୃଷ୍ଟି ଫଳରେ ଭାଗ୍ୟରେ ପରିବର୍ତ୍ତନ ଘଟେ। ତେବେ ଜୋତିସ ଶାସ୍ତ୍ର ଅନୁସାରେ ଆଜିଠାରୁ ଏହି ୯ଟି ରାଶି ଉପରେ ପ୍ରଭୁ ହନୁମାନ କୃପାଦୃଷ୍ଟି ପକେଇବାକୁ ଯାଉଛନ୍ତି। ଏହି ରାଶି ମାନଙ୍କ ଭାଗ୍ୟ ଖୋଲିବାକୁ ଯାଉଛି।କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ ଓ ଅପ୍ରିୟ ସତକଥା କହିବା ଦ୍ୱାରା ସାମୟିକ ସମସ୍ୟା ସୃଷ୍ଟି ହେବ। ଘରକୁ ବନ୍ଧୁ ଆସିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ସୀମା ଭିତରେ ନ ରହିଲେ ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।

ଆଜି ବିଭିନ୍ନ ଦିଗରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ତଥାପି ପାରିବାରିକ ଅଶାନ୍ତି କାରଣରୁ ମାନସିକ ଉଦ୍‌ବେଗ ବଢ଼ିପାରେ। କଳା, ସାହିତ୍ୟ, ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସୁଫଳ ପାଇବେ।ଅଫିସର ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ।  କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହେବେ। ଆର୍ଥିକ ସ୍ଥିତିକୁ ମଜ୍‌ବୁତ୍‌ କରିବା ସହ ଜମିଜମା ସମ୍ବନ୍ଧୀୟ ସମସ୍ୟାର ସମାଧାନ କରିପାରନ୍ତି।

han

ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେଇପାରନ୍ତି। ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଲିକେଶନ, ଆଲୋଚନା ଓ ସଭାସମିତି ସୁରୁଖୁରୁରେ ସମ୍ପନ୍ନ ହେବ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇ ଖୁସି ହୋଇପାରନ୍ତି।ସମସ୍ୟା କମିବା ସହିତ ଚେଷ୍ଟା କରୁଥିବା କାମରୁ ପ୍ରତିରୋଧ ଦୂରେଇଯିବ। ଅନ୍ୟମାନଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାଇ ଟେନ୍‌ସନକୁ ନିମନ୍ତ୍ରଣ କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରିୟାପ୍ରୀତି ତୋଷଣ ନେଇ ଅପଦସ୍ଥ ହେବାକୁ ପଡ଼ିପାରେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ଉଚ୍ଚ ପ୍ରଶଂସିତ ହେବେ। ତେବେ ଏହି ଭାଗ୍ୟବାନ ୯ଟି ରାଶି ହେଉଛନ୍ତି। ମେଷ,ବୃଷ,ସିଂହ,ମକର,କର୍କଟ,ଧନୁ,କନ୍ୟା,ତୁଳା,ମୀନ। ଏହି ରାଶି ଉପରେ ହନୁମାନ ନିଜ କୃପାଦୃଷ୍ଟି ବଜାୟ ରଖିବେ।

ବନ୍ଧୁଗଣ ଆମେ ଆପଣ ମାନଂକ ପାଇଁ ସବୁବେଳେ ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ।

Leave a Reply

Your email address will not be published. Required fields are marked *