ନମସ୍କାର ବନ୍ଧୁଗଣ, ମାତା ଲକ୍ଷ୍ମୀ ଧନର ଦେବୀ ଅଟନ୍ତି।ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାତା ଲକ୍ଷ୍ମୀ ଙ୍କ ପ୍ରବେଶ ଏହି ୬ଟି ରାଶିରେ ହୋଇ ସାରିଛି। ଏହି ରାଶି ଗୁଡ଼ିକର ଭାଗ୍ୟ ଡିସେମ୍ବର ମାସରେ ବଦଳିବାକୁ ଯାଉଛି। ଧନର ବର୍ଷା ହେବାକୁ ଯାଉଛି।ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । ପୁରୁଣା ସମସ୍ୟା ସୁଧୁରିଯିବ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପ୍ରଶଂସିତ ହେବେ ।କଳହର ସମାଧାନ ହେବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ ।ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ।
କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଦେଖାଦେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ ।ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ସମସ୍ତ ଚିନ୍ତା ଦୂର ହେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଶତୃମାନେ ପରାଜିତ ହେବେ । କର୍ମକ୍ଷେତ୍ରରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ତେବେ ଏହି ଭାଗ୍ୟଶାଳୀ ୬ଟି ରାଶି ହେଉଛନ୍ତି, ମେଷ ରାଶି, ବୃଷ ରାଶି, ମକର ରାଶି, କନ୍ୟା ରାଶି,ତୁଳା ରାଶି, କୁମ୍ଭ ରାଶି।ମାଆ ଲକ୍ଷ୍ମୀ ଙ୍କ କୃପାରୁ ଡିସେମ୍ବର ମାସରେ ଆପଣଙ୍କ ଘରେ ଧନବର୍ଷା ହେବାକୁ ଯାଉଛି ।
ବନ୍ଧୁଗଣ ଆମେ ଆପଣ ମାନଂକ ପାଇଁ ସବୁବେଳେ ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ ।