ନମସ୍କାର ବନ୍ଧୁଗଣ, ଭଗବାନ ଶିବ ଆଜିଠାରୁ ଏହି ୫ଟି ରାଶି ଉପରେ ପ୍ରସନ୍ନ ହୋଇଛନ୍ତି ତେଣୁ ଏହି ରାଶି ଗୁଡିକର ଭାଗ୍ୟ ବଦଳିଯିବାକୁ ଯାଉଛି। ସୋମବାର କାର୍ତ୍ତିକପୂର୍ଣ୍ଣିମା ଅବସରରେ ଏହି ୫ଟି ରାଶି ପାଇଁ ରାଜଯୋଗ ସୃଷ୍ଟି ହୋଇଛି। ଏହି ରାଶି ଆଜିଠାରୁ ବ୍ୟବସାୟରେ ଅଦ୍ଭୂତପୂର୍ବ ସଫଳତା ପାଇବେ।ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ।ଧନ ଲାଭ ହେବାରୁ ମନ ଖୁସି ରହିବ ।ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ପାଇ ଶାନ୍ତିର ନିଃଶ୍ଵାସ ମାରି ପାରିବେ।ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ।ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ।ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ।କାହାର ଡାକରା ପାଇ ଯଦି ଦୂରଯାତ୍ରା କରନ୍ତି କଷ୍ଟ ପାଇବେ।ଉଚ୍ଚଶିକ୍ଷାର ମଧ୍ୟ ସୁବିଧାସୁଯୋଗ ପାଇବେ।ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ ।
ଯାତ୍ରାଫଳରେ ଉତ୍ସାହିତ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ।କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ ।
ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ତେବେ ଏହି ୫ଟି ଭାଗ୍ୟବାନ ରାଶି ଗୁଡିକ ହେଉଛନ୍ତି, ମେଷ ରାଶି, ବୃଷ ରାଶି,ମକର ରାଶି,ବିଛା ରାଶି ଏବଂ ମୀନ ରାଶି |
ବନ୍ଧୁଗଣ ଆମେ ଆପଣ ମାନଂକ ପାଇଁ ସବୁବେଳେ ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ ।