ନମସ୍କାର ବନ୍ଧୁଗଣ, ଜ୍ୟୋତିଷଶାସ୍ତ୍ର ଅନୁସାରେ ବର୍ଷର ଶେଷ ମାସ ଡିସେମ୍ବର ରେ ଏହି ୬ଟି ରାଶିରେ ବୃହସ୍ପତି ପ୍ରବେଶ କରିବାକୁ ଯାଉଛନ୍ତି। ଏହି ରାଶି ଗୁଡ଼ିକ ଭାଗ୍ୟରେ ଅଦ୍ଭୂତପୂର୍ବ ସଫଳତା ଦେଖାଦେବ। ଧନବର୍ଷା ଯୋଗ ରହିଛି।ଆପଣ ନିଜ ସଫଳତା ପାଇଁ କାର୍ଯ୍ୟ ଜାରି ରଖିବେ ଆପଣ ନିଜର ପ୍ରୟାସରେ ମଧ୍ୟ ସଫଳ ହେବେ। ଆପଣ ଅନେକ ନୂତନ ଅନୁଭୂତି ପାଇବେ।ଆପଣ ଘରେ ନୂତନ ଅଳଙ୍କାର ଏବଂ ଯାନ କିଣି ପାରନ୍ତି ଯୋଗ ରହିଛି। ବ୍ୟବସାୟ କ୍ଷେତ୍ରରେ ଭାଗୀଦାରଙ୍କ ସାହାଯ୍ୟରେ ଆପଣ ଭଲ ଲାଭ ପାଇପାରିବେ, ଛାତ୍ର ଛାତ୍ରୀ ମାନେ ପ୍ରତିଯୋଗୀତା ପରୀକ୍ଷାରେ ଭଲ ଫଳାଫଳ ପାଇବେ।ଏହି ରାଶି ଗୁଡିକ ବ୍ୟବସାୟରେ ଅଦ୍ଭୂତପୂର୍ବ ସଫଳତା ପାଇବାକୁ ଯାଉଛନ୍ତି।
ମିଥୁନ ରାଶି : ତୁମେ ତୁମର ଜୀବନରେ ବଡ ପରିବର୍ତ୍ତନ ଦେଖିବାକୁ ପାଇବ, ନକାରାତ୍ମକ ଚିନ୍ତାଧାରାକୁ ଦୂରେଇ ରଖ, ସେମାନେ ମଧ୍ୟ ଏକ ବ୍ୟକ୍ତିତ୍ୱ ଭାବରେ ଉନ୍ନତି କରିବାକୁ ଚେଷ୍ଟା କରନ୍ତି, ତୁମର ସମସ୍ତ ଅସୁବିଧା ଦୂର ହୋଇଯାଏ।ବ୍ୟବସାୟରେ, ଆପଣ ମଧ୍ୟ ହଠାତ୍ ଲାଭ ପାଆନ୍ତି।ମକର ରାଶି: ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ ।
କର୍କଟ ରାଶି: ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ପାଇବେ ।ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବିଛା ରାଶି : ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେଇ ପାରେ ।
କନ୍ୟା ରାଶି : ଶାରିରୀକ ଅସୁସ୍ଥତା ଦୂରହେବ।ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ବ୍ୟବସାୟରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । କୁମ୍ଭ ରାଶି : ବ୍ୟବସାୟୀ ମାନେ ସଫଳତା ପାଇବେ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ।
ବନ୍ଧୁଗଣ ଆମେ ଆପଣ ମାନଂକ ପାଇଁ ସବୁବେଳେ ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ।