raja

ସଙ୍କଟ ମୋଚନ ହନୁମାନଙ୍କ ପ୍ରବେଶ, ଆଜିଠାରୁ ବଦଳିଯିବ ଏହି ୫ଟି ରାଶିର ଭାଗ୍ୟ,ରାଜଯୋଗ |

RASIPHALA

ପ୍ରଭୁ ହନୁମାନ ଅତ୍ୟନ୍ତ ଦୟାଳୁ ଅଟନ୍ତି। ନିଜ ଭକ୍ତଙ୍କ ସମସ୍ତ ଦୁଃଖ ସମସ୍ୟା ନିଜେ ଦୂର କରନ୍ତି ପ୍ରଭୁ ହନୁମାନ। ତେବେ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ପ୍ରଭୁ ହନୁମାନଙ୍କ କୃପାଦୃଷ୍ଟି ଆଜିଠାରୁ ଏହି ୫ଟି ରାଶି ଉପରେ ପଡିବାକୁ ଯାଉଛି। ଫଳରେ ଏହି ଶୁଭ ରାଶି ମାନେ ଭାଗ୍ୟଶାଳୀ ହେବେ। ହନୁମାନଙ୍କ କୃପାରୁ ଏହି ଭାଗ୍ୟଶାଳୀ ରାଶି ମାନଙ୍କର ଭାଗ୍ୟରେ ଅଦ୍ଭୁତ ପରିବର୍ତ୍ତନ ହେବାକୁ ଯାଉଛି।

ମେଷ ରାଶି : ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ।

ମକର ରାଶି : ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଶମାନ ବୃଦ୍ଧିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ।
ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ।

ସିଂହ ରାଶି : ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ।

ବିଛା ରାଶି : ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ।

ମୀନ ରାଶି : ଏହି ମାସ ଆରମ୍ଭରେ ଆପଣଙ୍କ ଘରେ ଧନବର୍ଷା ହେବାକୁ ଯାଉଛି। କିନ୍ତୁ ଖର୍ଚ୍ଚ ମଧ୍ୟ ସେହିଭଳି ଟିକିଏ ଅଧିକ ରହିବ।ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବା ଫଳରେ ଆର୍ଥିକସ୍ଥିତି ପୂର୍ବପରି ରହିବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ।

ଆପଣଙ୍କୁ ଆମେ ଏମିତି ହସକଥା ଜୋକ୍ସ ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ ।ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ।

Leave a Reply

Your email address will not be published. Required fields are marked *