ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବସାଇଟରେ ସ୍ୱାଗତ। ବନ୍ଧୁଗଣ, ଭଗବାନ ଶନି ନ୍ୟାୟର ଦେବତା ଅଟନ୍ତି। ଶନିଦେଵ ଛୋଟା ଅଟନ୍ତି ତେଣୁ ସେ ଯଦି ଥରେ କୌଣସି ରାଶିରେ ପ୍ରବେଶ କରନ୍ତି ତେବେ ସେ ଅତି ମନ୍ଥର ଗତିରେ ଯାଆନ୍ତି ତେଣୁ ଶନିଦଶା ସବୁଠାରୁ ଅଧିକ ସମୟ ଲାଗେ। ତେବେ କାର୍ତ୍ତିକ ମାସ ଏହି ଶନିବାର ଠାରୁ ୬ଟି ରାଶିର ଭାଗ୍ୟ ବଦଳିବାକୁ ଯାଉଛି। ବ୍ୟବସାୟରେ ଖୁବ ଧନ ଆସିବାକୁ ଯାଉଛି।ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ ।
ଜୀବନସାଥୀ ସହିତ ସମ୍ପର୍କ ଭଲ ହେବ। ଛାତ୍ରମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ। କୌଣସି ପ୍ରତିଯୋଗୀତା ପାଇଁ ଅଧିକ ଦକ୍ଷତା ଆବଶ୍ୟକ। ସ୍ୱାମୀ ଏବଂ ସ୍ତ୍ରୀ ମଧ୍ୟରେ ଦୂରତା କିମ୍ବା ଭୁଲ ବୁଝାମଣା ଦୂର ହୋଇପାରିବ। ଉଭୟଙ୍କ ଦାମ୍ପତ୍ୟ ଜୀବନ ସୁଖରେ ରହିଥାଏ।ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। କର୍ମ କ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନୂଆ ଯୋଜନାରେ ସଫଳ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ଓ ହସଖୁସିରେ ସମୟ ବିତାଇବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସରକାରୀ ସାହାଯ୍ୟ ମିଳିପାରେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। ତେବେ ଏହି ଭାଗ୍ୟବାନ ୬ଟି ରାଶି ହେଉଛନ୍ତି ମେଷ,ସିଂହ,ମକର,କର୍କଟ,ତୁଳା,ମୀନ ରାଶି,ଭଗବାନ ଶନି ଏହି ସପ୍ତାହ ଆପଣଙ୍କ ଉପରେ ପ୍ରସନ୍ନ ରହିବେ ।
ବନ୍ଧୁଗଣ ଆମେ ଆପଣ ମାନଂକ ପାଇଁ ସବୁବେଳେ ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ।