ବିଛା ରାଶି ଆପଣଙ୍କ ୨୦୨୧ ମସିହା ଦୁର୍ଭାଗ୍ୟ ପୂର୍ଣ ରହିପାରେ। ପ୍ରେମ ରେ ଅସଫଳତା, ବିଦ୍ୟା କ୍ଷେତ୍ରରେ ଅସଫଳତା ବ୍ୟବସାୟରେ ଅସଫଳତା ଯୋଗ ରହିଛି। ନିଜ ସହଯୋଗୀ,ବନ୍ଧୁ ଏବଂ କର୍ମଚାରୀଙ୍କ ଯୋଗୁଁ ଆପଣ ୨୦୨୧ ମସିହାରେ ଲାଭବାନ ଏବଂ କୃତକାର୍ଯ୍ୟ ହେବେ।ମାର୍ଚ୍ଚ ଏପ୍ରିଲମାସକୁ ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହୋଇ ପାରେ। ପରିବାରର ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି ସଫଳ ହେବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ।ସାମାଜିକ ପତିଆରା ଅମଳିନ ରହିବ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ।
ରାଜନୀତି, ସଂଗଠନ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ।ବାସଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ରାଜନୀତିରେ ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍।
ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଶୀଘ୍ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଶେଷତ ଗୁରୁତ୍ୱପୂର୍ଣ୍ଣ ଅର୍ଥନୈତିକ କାରବାର ବୁଝାମଣା କଲାବେଳେ। ବନ୍ଧୁ ଏବଂ ପରିବାର ଆପଣଙ୍କୁ ପ୍ରେମ ଏବଂ ସମର୍ଥନ ଦେବେ। ତୁମ ହୃଦୟ ତୁମକୁ ଦିନସାରା ମନେ ରଖିବ। ତାଙ୍କୁ ଏକ ଆଶ୍ଚର୍ଯ୍ୟଜନକ ଆଶ୍ଚର୍ଯ୍ୟ କରିବା ପାଇଁ ଯୋଜନା ପ୍ରସ୍ତୁତ କରନ୍ତୁ ଏବଂ ଏହାକୁ ତାଙ୍କ ପାଇଁ ଏକ ସୁନ୍ଦର ଦିନରେ ପରିଣତ କରିବାକୁ ଚିନ୍ତା କରନ୍ତୁ।ଯାତ୍ରା ଆପଣଙ୍କ ପାଇଁ ଉପଭୋଗ୍ୟ ଏବଂ ଅତ୍ୟନ୍ତ ଲାଭଦାୟକ ହେବ।ସମ୍ପର୍କ ସ୍ୱର୍ଗରେ ତିଆରି ହୋଇଛି ଏବଂ ଆପଣଙ୍କ ସାଥୀ ଏହା ପ୍ରମାଣ କରିପାରିବେ।
କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସନ୍ତାନମାନଙ୍କର ଉନ୍ନତି ଓ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ।
ଆମେ ଆପଣ ମାନଙ୍କ ପାଇଁ ସବୁବେଳେ ଓଡ଼ିଆ ଖବର,ଭାଇରଲ ନ୍ୟୁଜ, ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ।