mina

ମୀନ ରାଶି: କିପରି କଟିବ ଆପଣଙ୍କ ୨୦୨୧ ମସିହା? ଜାଣନ୍ତୁ କଣ ରହିଛି ଭାଗ୍ୟ ଭବିଷ୍ୟତ |

RASIPHALA

ମୀନ ରାଶି ୨୦୨୦ ମସିହା ଆପଣଙ୍କ ପାଇଁ ବହୁତ ଭଲ ଥିଲା ଆପଣ ଯାହା ଚାହୁଁଥିଲେ ତାହା ପୂରଣ ହୋଇଛି ମନ ରେ ଆଉ କିଛି ଆଶା ରହି ଯାଇଛି ଆପଣଙ୍କ ଯାହା କି ୨୦୨୧ ମସିହାରେ ସଫଳତାର ସହ ପୂରଣ ହେବ। ଆପଣ ନିଜ ଜୀବନର ସଫଳତା ପଥରେ ଅଗ୍ରଗତିକରିବେ। ଆପଣଙ୍କ କୁଣ୍ଡଳୀ ରେ ୩୦୩୧ ମସିହା ଯାଏ ଧନ ହିଁ ଧନ ରହିଛି। ବିନା ଅଭାବରେ ଆପଣ ନିଜ ଜୀବନ କୁ ଉପଭୋଗ କରି ପାରିବେ। ମଙ୍ଗଳ,କେତୁ ,ଶନି ଦେବ ଙ୍କ ପ୍ରଭାବରୁ ଆପଣଙ୍କ ଜୀବନରେ କିଛି କିଛି ଅସୁବିଧା ଉପୁଜି ପାରେ କିନ୍ତୁ ଆପଣ ମହାଦେବ ଙ୍କ ପ୍ରତି ଗଭୀର ଶ୍ରଦ୍ଧା ରଖନ୍ତୁ ସବୁ ସମସ୍ୟାର ତୁରନ୍ତ ସମାଧାନ ହେବ।

minna

ବାସସ୍ଥାନ ବା ଯାନବାହନର ନବୀକରଣ କରି ପାରନ୍ତି। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ପ୍ରାପ୍ତି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ରାଜନୀତି, ସଂଗଠନ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ।ବ୍ୟବସାୟରେ ସଫଳତା ଅର୍ଜନ କରିବେ।

ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ । ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ଵର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ । ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ପାରିବାରିକ ଜୀବନରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । କୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା କିମ୍ବା ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢ଼ିପାରେ ।ସରକାରୀ ଅଧିକାରୀଙ୍କଠାରୁ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ।

ଆମେ ଆପଣ ମାନଙ୍କ ପାଇଁ ସବୁବେଳେ ଓଡ଼ିଆ ଖବର,ଭାଇରଲ ନ୍ୟୁଜ, ଭଲ ଭଲ ରୋଚକ ତଥ୍ୟ,ସମାଚାର, ରାଶିଫଳ, ଜରୁରୀ ସୂଚନା,ରାଜନୀତି,କ୍ରୀଡ଼ା ସମ୍ବନ୍ଧୀୟ ତଥ୍ୟ ଆଣିଥାଉ । ଯଦି ଆପଣଙ୍କୁ ଆମ ଲେଖା ପସନ୍ଦ ଆସେ ତେବେ ଆପଣ ଆମକୁ ଲାଇକ ଏବଂ ଫଲୋ କରନ୍ତୁ।ଏହାକୁ ସେୟାର୍ କରି ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚାନ୍ତୁ,ଆପଣଙ୍କୁ ଧନ୍ୟବାଦ।

Leave a Reply

Your email address will not be published. Required fields are marked *