chiken

ଚିକେନ୍ ଓ ମଟନ ଖାଉଥିଲେ ସାବଧାନ ନହେଲେ ଏହି ଭୟଙ୍କର ରୋଗ ହେବ।

HEALTH

ହାଲୋ ହାଏ ଆପଣମାନଙ୍କୁ ଆମର ଏହି ଓଡ଼ିଆ ପୋର୍ଟାଲକୁ ସ୍ୱାଗତ ଜଣାଉଛୁ ପୁଣି ଏକ ନୂଆ ଟପିକ ସହିତ ଆଶା କରୁଛି ଆପଣମାନେ ସମସ୍ତେ ଭଲରେ ଥିବେ ତେବେ ଚାଲନ୍ତୁ ଜାଣିବା ଆଜିର ଏହି ଟପିକ। ବନ୍ଧୁଗଣ ବର୍ତ୍ତମାନ ସମୟରେ ଲୋକ ଅଧିକ ଆମିଷ ଖାଇବାକୁ ପସନ୍ଦ କରୁଛନ୍ତି । ଚିକେନ୍ ଏବଂ ମଟନ୍ ଖାଇବାରେ ନଥିଲେ ପେଟକୁ ଖାଦ୍ୟ ହିଁ ଯାଉନି । ପୂର୍ବ ସମୟରେ ଏଥିରେ ସନ୍ତୁଳନ ରହୁଥିଲା ସପ୍ତାହରେ ଥରେ କିମ୍ବା ଦୁଇଥର ଲୋକ ଆମିଷ ଭୋଜନ କରୁଥିଲେ କିନ୍ତୁ ଏବେ ପ୍ରତିଦିନର ଭୋଜନରେ ଚିକେନ୍ ଏବଂ ମଟନ୍ ସାମିଲ ହେବା ଯେଭଳି ଅନିବାର୍ଯ୍ୟ । ତେବେ ବଡ ସୁଆଦିଆ ଲାଗୁଥିବା ଏହି ଖାଇବା ଶରୀର ପ୍ରତି ଯେ କେତେ କ୍ଷତିକାରକ ଆପଣ ଜାଣିଛନ୍ତି ଚିକେନ୍ ଏବଂ ମଟନ୍ ଶରୀର ପାଇଁ କ୍ଷତିକାରକ ଯାହାର କାରଣ ରୋଗ ଦାଉରୁ ଛେଳି,କୁକୁଡାଙ୍କୁ ଦିଆଯାଉଥିବା ଆଣ୍ଟିବାୟୋଟିକ୍ । ଯେତେବେଳେ ଛେଳି,କୁକୁଡାଙ୍କୁ ରୋଗ ହୋଇଯାଏ ତାଙ୍କ ଦେହରେ ବ୍ୟାକ୍ଟେରିଆ ଘର କରିଥାନ୍ତି ।

des

ଏଥିରୁ ବଞ୍ଚାଇବା ପାଇଁ ତାଙ୍କୁ ଆଣ୍ଟିବାୟୋଟିକ୍ ଦିଆଯାଏ । କିନ୍ତୁ ଏହି ଆଣ୍ଟିବାୟୋଟିକର ବ୍ୟାକ୍ଟେରିଆ ଉପରେ କୌଣସି ପ୍ରଭାବ ପଡିନଥାଏ । ଯେତେବେଳେ ଲୋକ ଏହି ମାଂସକୁ ଖାଇଥାନ୍ତି ତାଙ୍କ ଶରୀରରେ ଏହି ବ୍ୟାକ୍ଟେରିଆ ପ୍ରବେଶ କରେ ଏବଂ ତାଙ୍କ ଉପରେ ଆଣ୍ଟିବାୟୋଟିକ୍ ର ପ୍ରଭାବ ପଡିନଥାଏବଜାରରେ ମିଳୁଥିବା ଚିକେନ୍ ଏବଂ ମଟନ୍ କୁ ରୋଗ ଦାଉରୁ ସୁରକ୍ଷିତ ରଖିବା ପାଇଁ ଆଣ୍ଟିବାୟୋଟିକ୍ ର ବ୍ୟବହାର କରାଯାଇଥାଏ । ଏହାର ଅଧିକ ସେବନ ଆପଣଙ୍କ ପାଇଁ ହାନିକାରକ ହୋଇପାରେ ।

met

ଏହି ବ୍ୟାକ୍ଟେରିଆ ଆପଣଙ୍କ ଶରୀରରେ ପ୍ରବେଶ କରିଯାଏ । ବଜାରରେ ମିଳୁଥିବା ବଇଲର୍ କୁକୁଡାରେ ଏହି ରୋଗ ଅଧିକ ଦେଖାଯାଏ ତେଣୁ ଯେତେ ସମ୍ଭବ କମ୍ ମାଂସ ଖାଇବାକୁ ଚେଷ୍ଟା କରନ୍ତୁ ନଚେତ୍ ଦେଶୀ କୁକୁଡା ମାଂସ ଖାଆନ୍ତୁ । ଏହାର କାରଣ ଏଥିରେ ବଇଲର୍ ଠାରୁ କମ୍ ମାତ୍ରାରେ ଆଣ୍ଟିବାୟୋଟିକ୍ ତଥା ମେଡିସିନ୍ ର ବ୍ୟବହାର ହୋଇଥାଏ। ମୁ ଆଶା କରୁଛି ଆମର ଏହି ଖବରଟି ଆପଣଙ୍କୁ ଭଲ ଲାଗିଥିବ ଯଦି ଟିକିଏ ଭଲ ଲାଗିଥାଏ ଆମକୁ କମେଣ୍ଟ ମାଧ୍ୟମରେ ଜଣାନ୍ତୁ ଏବଂ ତଳ ପେଜରେ ଲାଇକଟିଏ କରିଦିଅନ୍ତୁ ଧନ୍ୟବାଦ।

Leave a Reply

Your email address will not be published. Required fields are marked *