sunaa

ଆଜି ପାଇଁ ଏତେ ଶସ୍ତା ହୋଇଗଲା ସୁନା ଦର।ଜାଣିଲେ ବିଶ୍ୱାସ ହେବନାହିଁ |

NEWS

ହେଲୋ ହାଏ , ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ,ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୪୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୫୦ ଟଙ୍କା ଓ ୫୦,୧୩୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୪୦ ଟଙ୍କା ଓ ୪୯,୩୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୧୦୦ ଟଙ୍କା ଓ ୫୨,୪୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୬୭୦ ଟଙ୍କା ଓ ୫୧,୩୭୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୭,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

gold

ଆମେ ଆପଣଙ୍କ ପାଇଁ ଏମିତି ଖବର ପ୍ରତିଦିନ ଆଣିଥାଉ।ଏହି ପୋଷ୍ଟ ଆପଣଙ୍କୁ କିପରି ଲାଗିଲା, ଦୟାକରି ତଳେ କମେଣ୍ଟ କରନ୍ତୁ। ଏହି ପୋଷ୍ଟକୁ ନିଶ୍ଚୟ ସେୟାର୍ କରନ୍ତୁ ଏବଂ ଏହିଭଳି ଖବର ଜାଣିବା ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।

Leave a Reply

Your email address will not be published. Required fields are marked *