Tuesday, July 27, 2021
222

ରାତାରାତି ଧନୀ ହେବାକୁ ଚାହୁଁଥିଲେ,ମୁଠାଏ ଚାଉଳ ନେଇ ଚୁପ ଚାପ କରନ୍ତୁ ଏହି କାମ |

HEALTH

ନମସ୍କାର ବନ୍ଧୁଗଣ,ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଅନେକ ସମୟରେ, କଠିନ ପରିଶ୍ରମ ସତ୍ତ୍ୱେ ଆପଣ ଚାହୁଁଥିବା ଫଳାଫଳ ପାଆନ୍ତି ନାହିଁ । ଏହି କାରଣରୁ, ଜୀବନରେ ଅସ୍ଥିରତା ଏବଂ ଅର୍ଥ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ । ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ରାଶିରେ ଗ୍ରହର ଦୁର୍ବଳତା ମଧ୍ୟ ଏହିପରି ସମସ୍ୟା ସୃଷ୍ଟି କରିଥାଏ । ତେଣୁ ଏଥିଲାଗି କିଛି ଉପାୟ କରି ଏହି ସମସ୍ୟାରୁ ମୁକ୍ତି ପାଇପାରିବେ । ତେବେ ଚାଲନ୍ତୁ ଜାଣିବା ଚାଉଳ ମାଧ୍ୟମରେ କିଛି ଏମିତି ଉପାୟ ଯାହା ଆପଣଙ୍କୁ ଏ ସମସ୍ତ ସମସ୍ୟାରୁ ମୁକ୍ତି ଦେବ ।

rice

ଦରିଦ୍ରତା ହେବ ଦୂର : ପୂଜା କିମ୍ବା କୌଣସି ଧାର୍ମିକ କାର୍ଯ୍ୟରେ ଚାଉଳର ବିଶେଷ ମହତ୍ତ୍ୱ ରହିଛି । ଏଥିସହିତ ଏହା ଚନ୍ଦ୍ର ସହିତ ମଧ୍ୟ ଜଡିତ । ତେଣୁ ପ୍ରତିଦିନ କପାଳରେ ଚାଉଳ ତିଳକ ଲଗାନ୍ତୁ । ଏହାଦ୍ୱାରା ରାଶିଫଳରେ ଚନ୍ଦ୍ର ଶକ୍ତିଶାଳୀ ହୋଇଥାନ୍ତି । ଯାହା ଫଳରେ ଅର୍ଥ ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଥାଏ ।

ଦେବୀ ଲକ୍ଷ୍ମୀ ହୋଇଥାନ୍ତି ପ୍ରଶନ୍ନ : ପୂର୍ଣ୍ଣିମା କିମ୍ବା ଯେକୌଣସି ଶୁଭ ସମୟରେ, ଲାଲ ରଙ୍ଗର ଏକ ରେଶମ କପଡ଼ାରେ ୨୧ ଗୋଟି ଚାଉଳକୁ ହଳଦିରେ ରଙ୍ଗ କରି ବାନ୍ଧନ୍ତୁ । ଏହାପରେ ଦେବୀ ଲକ୍ଷ୍ମୀଙ୍କ ଆଗରେ ସେହି କପଡାକୁ ରଖନ୍ତୁ । ଦେବୀଙ୍କୁ ପୂଜା କରିବା ସହିତ କନକଧାରା ସ୍ତୋତ୍ର ପାଠ କରନ୍ତୁ । ତା’ପରେ ସେହି କପାଟରୁ କିଛି ଚାଉଳ ତୁମ ପର୍ସରେ ବାକି ଚାଉଳକୁ ଧନ ରଖୁଥିବା ସ୍ଥାନରେ ରଖନ୍ତୁ । ଏହା ଦ୍ୱାରା ଅର୍ଥର ଅଭାବ ଦୂର ହେବା ସହିତ ଦେବୀ ଲକ୍ଷ୍ମୀଙ୍କ କୃପା ରହିବ ।

ଧନ ପ୍ରାପ୍ତ ହେବ : ସୋମବାର ଅଧା କିଲୋ ଚାଉଳ ନିଅନ୍ତୁ । ଯେପରି ସେହି ଚାଉଳ ଭଙ୍ଗା ନଥିବ ।  ତା’ପରେ ଭଗବାନ ଶିବଙ୍କ ମନ୍ଦିରକୁ ଯାଇ ଶିବଲିଙ୍ଗ ଉପରେ ୧ ମୁଷ୍ଟି ଅର୍ପଣ କରନ୍ତୁ ।  ଅବଶିଷ୍ଟ ଚାଉଳକୁ ଗରିବ ଏବଂ ଅସହାୟ ଲୋକଙ୍କୁ ଦାନ କରନ୍ତୁ । କ୍ରମାଗତ ୫ ସୋମବାରରେ ଏହି ପ୍ରତିକାର କରନ୍ତୁ । ଏହାଦ୍ୱାରା ଧନ ପ୍ରାପ୍ତ ହେବ ।

ମନକାମନା ପୂରଣ ହେବ : ଶୁକ୍ରବାର ରାତି ୧୦ ଟାରେ, ଘରର ଉତ୍ତର ଦିଗରେ ଏକ ଚୌକି ରଖି ସେଥିରେ କଳସ ସ୍ଥାପିତ କରନ୍ତୁ । କଳସରେ ସ୍ୱସ୍ତିକ୍ ଚିହ୍ନ କରି ସେଥିରେ ପାଣି, ଦୁବ, ଚାଉଳ, ୧ ଟଙ୍କା ମୁଦ୍ରା ରଖନ୍ତୁ । ତା’ପରେ ଚାଉଳକୁ ଏକ ଛୋଟ ଥାଳିରେ ଭର୍ତ୍ତି କରି କଳସ ଉପରେ ରଖନ୍ତୁ । ଏହାପରେ ଶ୍ରୀଯନ୍ତ୍ର ସ୍ଥାପନ କରି ଚୌମୁଖି ଦୀପ ଜାଳି ଏହାକୁ ସିନ୍ଦୁର ଏବଂ ଚାଉଳରେ  ପୂଜା କରି ଲକ୍ଷ୍ମୀ ସ୍ତୋତ୍ର ପାଠ କରନ୍ତୁ । ଏହା ଦ୍ୱାରା, ଇଚ୍ଛା ପୂରଣ ହେବା ସହିତ ଆର୍ଥିକ ସମସ୍ୟା ମଧ୍ୟ ଦୂର ହେବ ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ ।ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

Leave a Reply

Your email address will not be published. Required fields are marked *