Saturday, June 10, 2023
1

୧ ଗ୍ଲାସ ଏହାକୁ ପିଅନ୍ତୁ, ଜୀବନରେ କେବେ ଅର୍ଶ ସମସ୍ୟା ହେବ ନାହିଁ ।

HEALTH

ବନ୍ଧୁଗଣ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରୁଥିବା ବ୍ୟକ୍ତି ଶାରୀରିକ ଓ ମାନସିକ ସ୍ତରରେ ଆତ୍ମସନ୍ତୋଷ ଲାଭ କରିଥାନ୍ତି।ଏକ ସୁସ୍ଥ ସ୍ୱାସ୍ଥ୍ୟ ସମସ୍ତଙ୍କ ପ୍ରୟୋଜନୀୟତାର କେନ୍ଦ୍ରସ୍ଥଳ ଅଟେ।ସମାଜରେ ଯେକୌଣସି ସ୍ତରର ବ୍ୟକ୍ତି ହୁଅନ୍ତୁ ନା କାହିଁକି ସମସ୍ତେ ସବୁବେଳେ ସୁସ୍ଥ ରହିବାକୁ ଚାହାନ୍ତି ଓ ସୁସ୍ଥ ଖାଦ୍ୟର ଆବଶ୍ୟକ ମଧ୍ୟ କରନ୍ତି।

ତେଣୁ ଏକ ସୁସ୍ଥ ସମାଜ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ନିଜ ସ୍ୱାସ୍ଥ୍ୟର ଉଚିତ ଯତ୍ନ ନେବା ନିହାତି ଆବଶ୍ୟକ।ବର୍ତ୍ତମାନ ସମାଜ ଉନ୍ନତିର ଚରମ ସୀମାରେ ଉପନୀତ।ତେଣୁ ପ୍ରତ୍ୟେକ ଲୋକଙ୍କ ଜୀବନ ହୋଇଛି ବିଳାସ ତଥା ଅଳସ୍ୟତା ପୂର୍ଣ୍ଣ।ଅଳସ୍ୟତା ପୂର୍ଣ୍ଣ ଜୀବନ, ଆଧୁନିକ ଖାଦ୍ୟ ଓ ଅତ୍ୟାଧୁନିକ ଔଷଧ ଆଦିର ପ୍ରଭାବରେ ମନୁଷ୍ୟର ସୁସ୍ଥ ସ୍ୱାସ୍ଥ୍ୟ ହୋଇଛି ଅସନ୍ତୁଳିତ ଓ ବିଭିନ୍ନ ରୋଗର ବଶୀଭୂତ।ତେଣୁ ଆମକୁ ଆମ ସ୍ୱାସ୍ଥ୍ୟର ସଠିକ ଯତ୍ନ ନେବାକୁ ପଡିବ।

ଏମିତିରେ ବି ପ୍ରତ୍ୟେକ ବ୍ୟକ୍ତି ସର୍ବଦା ନିରୋଗ ଓ ଆରୋଗ୍ୟ ପୂର୍ଣ୍ଣ ସ୍ୱାସ୍ଥ୍ୟର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହା ଆମ ପାଇଁ ବିଶେଷ ଗୁରୁତ୍ୱପୂର୍ଣ୍ଣ ଅଟେ।ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନେ ଯଥାର୍ଥରେ ମତ ଉପସ୍ଥାପନ କରିଛନ୍ତିକି ଅତ୍ୟାଧୁନିକ ରାସାୟନିକ ଔଷଧ ଅପେକ୍ଷା ଆୟୁର୍ବେଦିକ ତଥା ପୌରାଣିକ ଘରୋଇ ଉପଚାର ସ୍ୱାସ୍ଥ୍ୟ ପ୍ରତି ବହୁତ ଉପଯୋଗୀ ଓ ଫଳପ୍ରଦ ହୋଇଥାଏ।ନିମ୍ନରେ ଅର୍ଶରୋଗର ଉପଚାର ବର୍ଣ୍ଣନା କରାଯାଇଛି।

ଏହା ସମ୍ପୂର୍ଣ୍ଣ ଘରୋଇ ଉପଚାର ଅଟେ।କିଛି ପାଚିଲା କଦଳୀ ନେବ।ଏହାକୁ ଛୋଟ ଛୋଟ କରି କାଟିବ।କିଛି ଖାଇବା କର୍ପୂର ଗୁଣ୍ଡ ନେବ।ଏହାକୁ ତା ଉପରେ ହାଲୁକା ଭାବେ ଛିଞ୍ଚି ଦେବ।ଏହାକୁ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ସେବନ କରି ପାରିବ।ଏହା ବହୁତ ଶୀଘ୍ର ଅର୍ଶ ରୋଗରୁ ଉପଶମ ଦେଇଥାଏ।ଆଶା କରୁଛି ଏହି ଘରୋଇ ଚିକିତ୍ସା ଆପଣଙ୍କ ଅର୍ଶ ସମସ୍ୟା ଦୂର କରିବାରେ ବହୁତ ସହାୟକ ହେବ ଓ ଏହାର କୌଣସି ଖରାପ ପ୍ରଭାବ ଶରୀର ଉପରେ ନଥାଏ।ଏହା ବଜାରରେ ଉପଲବ୍ଧ ଅତ୍ୟାଧୁନିକ ଔଷଧ ଠାରୁ ବିଶେଷ ଫଳପ୍ରଦ ଅଟେ।

ଏକ ସୁସ୍ଥ ସ୍ୱାସ୍ଥ୍ୟ ଏକ ସୁସ୍ଥ ପରିବେଶ ତଥା ସୁସ୍ଥ ସମାଜ ଗଠନ ଅଭିମୁଖେ ପ୍ରୋତ୍ସାହିତ କରିଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ଏକ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରିବାର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହାର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ ହୋଇଥାଏ।ବିଳାସ ବ୍ୟସନ ପୂର୍ଣ୍ଣ ଜୀବନ ବର୍ତ୍ତମାନ ଯୁଗରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବାର କାରଣ ହୋଇଥାଏ।

ତେଣୁ ଏହାର ଠିକ ଭାବରେ ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।ବର୍ତ୍ତମାନ ଅଧିକ ବାୟୁ ପ୍ରଦୂଷଣ ଶ୍ଵାସକ୍ରିୟା ଜନିତ ସ୍ୱାସ୍ଥ୍ୟ ସମସ୍ୟାକୁ ବିଶେଷ ପ୍ରଭାବିତ କରିଛି।ଛୋଟ ଠାରୁ ବୃଦ୍ଧ ଲୋକଙ୍କ ପର୍ଯ୍ୟନ୍ତ ପ୍ରାୟ ପ୍ରତ୍ୟେକ ବ୍ୟକ୍ତି ଏଥିରେ ପୀଡିତ ହେଉଛନ୍ତି।ସକାଳୁ ଉଠିବା ପରେ ବହୁତ ଛିଙ୍କ ହେବା, ଛାତିରେ କଫ ଜମି ଯନ୍ତ୍ରଣା ହେବା ଓ ଶ୍ଵାସକ୍ରିୟା ରେ କଷ୍ଟ ଅନୁଭବ ହେବା ଆଦି ସମସ୍ୟା ସାଧାରଣତଃ ଅଧିକ ଦେଖା ଦେଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ ।ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

Leave a Reply

Your email address will not be published. Required fields are marked *