suna

ଆଜିର ସୁନା ଦର ଓଡ଼ିଶାରେ କେତେ ରହିଛି। ?

NEWS

ହାଲୋ ହାଏ ଆପଣମାନଙ୍କୁ ଆମର ଏହି ଓଡ଼ିଆ ପୋର୍ଟାଲକୁ ସ୍ୱାଗତ ଜଣାଉଛୁ ପୁଣି ଏକ ନୂଆ ଟପିକ ସହିତ ଆଶା କରୁଛି ଆପଣମାନେ ସମସ୍ତେ ଭଲରେ ଥିବେ ତେବେ ଚାଲନ୍ତୁ ଜାଣିବା ଆଜିର ଏହି ଟପିକ। ବନ୍ଧୁଗଣ ଆଜି ଓଡ଼ିଶାରେ ସାମାନ୍ୟ ହ୍ରାସ ପାଇଛି ସୁନା ମୂଲ୍ୟ। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୨୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୨୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି।

gold

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୫୫୦ ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୦୯୦ ଟଙ୍କା ଛୁଇଁଛି। ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧,୨୦୦ ଟଙ୍କା ଓ ୫୦,୨୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୪୦ ଟଙ୍କା ଓ ୫୦,୧୦୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯,୦୯୦ଟଙ୍କା ଥିବା ରେକର୍ଡ ହୋଇଛି ।

gold2

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୨୬୦ ଟଙ୍କା ଓ ୫୦,୫୭୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ କିଛିଟା ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୭,୮୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି। ମୁ ଆଶା କରୁଛି ଆମର ଏହି ଖବରଟି ଆପଣଙ୍କୁ ଭଲ ଲାଗିଥିବ ଯଦି ଟିକିଏ ଭଲ ଲାଗିଥାଏ ଆମକୁ କମେଣ୍ଟ ମାଧ୍ୟମରେ ଜଣାନ୍ତୁ ଏବଂ ତଳ ପେଜରେ ଲାଇକଟିଏ କରିଦିଅନ୍ତୁ ଧନ୍ୟବାଦ।

Leave a Reply

Your email address will not be published. Required fields are marked *