unnamed (5)

ମାଆ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ୪ଟି ରାଶିକୁ ମିଳିବ ପ୍ରଚୁର ଧନ, ହୋଇଯିବେ କୋଟିପତି I

RASIPHALA

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲ ରେ ସ୍ୱାଗତ। ବନ୍ଧୁଗଣ, ମାଆ ଲକ୍ଷ୍ମୀ ଧନର ଦେବୀ ଅଟନ୍ତି। ତାଙ୍କ ଆର୍ଶୀବାଦ ଦ୍ୱାରା ସବୁ କିଛି ସମ୍ଭବ। ମାଆ ଲଷ୍ମୀଙ୍କ ଆର୍ଶୀବାଦ ମିଳିଲେ ଧନର ଅଭାବ ରୁହେ ନାହିଁ।ତେବେ ଆଜିଠାରୁ ମାଆ ଲକ୍ଷ୍ମୀଙ୍କର କୃପା ଦୃଷ୍ଟି ଏହି ୪ଟି ରାଶି ଉପରେ ପଡ଼ିବାକୁ ଯାଉଛି। ଏହି ରାଶିର ଲୋକମାନେ ଆଗକୁ ଉନ୍ନତି କରିବାକୁ ଯାଉଛନ୍ତି। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ଗୁଡ଼ିକ ବିଷୟରେ।

laxmi

ବୃଷ ରାଶି – ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ରାଜନୀତି କ୍ଷେତ୍ରରେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ନିଜ ଲୋକ ମନମୋଟିଆ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ ।

ମିଥୁନ ରାଶି – ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନ ସୁଖ ମିଳିବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ ।

RASI3

କର୍କଟ ରାଶି – ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ ।

ମୀନ ରାଶି – ଅଚାନକ ଧନ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଭଲ ରହିବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ମାନସିକ ଶାନ୍ତି ମିଳିବା ସହ ଋଣଭାର ଲାଘବ ହେବ।ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *