unnamed (6)

ମହାଦେବଙ୍କ କୃପାରୁ ଆଜିଠାରୁ ଏହି ୪ଟି ରାଶିର ବଦଳିବ ଭବିଷ୍ୟତ, ଧନପ୍ରାପ୍ତି ଯୋଗ I

RASIPHALA

ନମସ୍କାର ବନ୍ଧୁଗଣ ଆପଣମାନଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ ବନ୍ଧୁଗଣ,ଜ୍ୟୋତିଷଶାସ୍ତ୍ର ଆଧାରରେ ଗ୍ରହ ନକ୍ଷତ୍ରମାନଙ୍କ ଚଳନ ଏବଂ କୁଣ୍ଡଳୀ ଗଣନା କରି ବ୍ୟକ୍ତିଙ୍କ ଆଗତ ଭବିଷ୍ୟତ ବିଷୟରେ କୁହାଯାଇପାରେ ତେବେ ଏହି ସୋମବାର ଠାରୁ ୪ଟି ରାଶି ଉପରେ ପ୍ରଭୁ ଲୋକନାଥ ଙ୍କର ଆର୍ଶୀବାଦ ରହିବାକୁ ଯାଉଛି। ଭଗବାନ ଶିବଙ୍କ ଆର୍ଶୀବାଦ ରୁ ଏହି ରାଶି ମାନେ ଉନ୍ନତି କରିବେ। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ଗୁଡିକ ବିଷୟରେ I

SHIVA1

ମିଥୁନ : ଆଜିର ଦିନ ଆପଣଙ୍କୁ ଖୁସି ଏବଂ ସଫଳତା ମିଳିବ। ପାରିବାରିକ ସଦସ୍ୟମାନଙ୍କ ସହିତ ଘରେ ସୁଖ- ଶାନ୍ତିରେ ଦିନ କଟିବ। ଚାକିରି କରୁଥିବା ବ୍ୟକ୍ତିଙ୍କୁ ଲାଭ ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ। କାର୍ଯ୍ୟରେ ଯଶ ମିଳିବ। ମହିଳା ମିତ୍ରମାନଙ୍କ ସହିତ ସାକ୍ଷାତକରି ଆନନ୍ଦ ମିଳିବ। ନିଜର ଅଧୀନସ୍ଥ ବ୍ୟକ୍ତିମାନଙ୍କ ଏବଂ ସହକର୍ମିମାନଙ୍କର ସହଯୋଗ ପ୍ରାପ୍ତ କରି ପାରିବେ। ସ୍ଵାସ୍ଥ୍ୟ ଭଲ ରହିବ।

ସିଂହ : ଲେଖନ, ସାହିତ୍ୟ କ୍ଷେତ୍ରରେ କିଛି ନୂଆ ସୃଜନ କରିବାପାଇଁ ଆପଣଙ୍କୁ ପ୍ରେରଣା ମିଳିବ। ବିଦ୍ୟାର୍ଥୀ ଅଧ୍ୟୟନରେ ଉତ୍ତମ ପ୍ରଦର୍ଶନ କରିବେ। ପ୍ରଣୟରେ ସଫଳତା ଏବଂ ପ୍ରିୟ ବ୍ୟକ୍ତିମାନଙ୍କ ସହିତ ସାକ୍ଷାତକରି ଆପଣଙ୍କ ମନ ହର୍ଷିତ ହେବ। ମହିଳା ମିତ୍ରମାନଙ୍କର ସହଯୋଗ ଅଧିକ ମିଳିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ଆପଣ ଧାର୍ମିକ ପରୋପକାର କାର୍ଯ୍ୟ କରି ଧନ୍ୟ ଅନୁଭବ କରିବେ।

RASI3

କନ୍ୟା : ଆଜିର ଦିନ ପ୍ରତ୍ୟେକ କାର୍ଯ୍ୟରେ ପ୍ରତିକୂଳତା ଅନୁଭବ କରିବେ। ସ୍ଵାସ୍ଥ୍ୟ ଖରାପ ହେବ। ମନ ଚିନ୍ତାଗ୍ରସ୍ତ ରହିବ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବାରେ କୁଟୁମ୍ବରେ ଅଶାନ୍ତି ରହିବ। ସାର୍ବଜନିକ ରୂପରେ ମାନହାନି ହେବାର ସମ୍ଭାବନା ରହିବ। ପାଣିରେ ଭୟ ରହିବ। ସେଥିପାଇଁ ଜଲାଶୟ ନିକଟକୁ ଯିବାକୁ ଦୁଃ ସାହସ କରନ୍ତୁ ନାହିଁ। ସ୍ଥାୟୀ ସଂପତ୍ତି, ବାହନ ଆଦିର କାଗଜ ଉପରେ ହସ୍ତାକ୍ଷର କରିବା ପୂର୍ବରୁ ବିଚାର କରିବାର ଆବଶ୍ୟକତା ଅଛି।

କୁମ୍ଭ : ଶୁଭ କିମ୍ବା ଧାର୍ମିକ ମୁହୂର୍ତ୍ତରେ ଯାତ୍ରାର ଆୟୋଜନ ହେବ। ଭାଇ- ବନ୍ଧୁମାନଙ୍କ ସହିତ ସୌହାର୍ଦପୂର୍ଣ୍ଣ ବାତାବରଣରେ ଘର ବିଷୟରେ ଚର୍ଚ୍ଚା ହେବ। ବ୍ୟାବହାରିକ କାର୍ଯ୍ୟରେ ବାହରକୁ ଯିବେ। ବିଦେଶରୁ ଭଲ ସମାଚାର ଆସିବ। ଆଜି ନୂଆ କାର୍ଯ୍ୟଗୁଡ଼ିକର ଆରମ୍ଭ କରିପାରନ୍ତି। ଧନ ଲାଭର ଯୋଗ ଅଛି। ପୁଞ୍ଜି ନିବେଶ ପାଇଁ ଅନୁକୂଳ ଦିନ ହେବାର ସୂଚନା ମିଳୁଛି। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ। ଭାଗ୍ୟ ବୃଦ୍ଧି ହେବ।ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ଆମ ପେଜ୍ କୁ ଲାଇକ ଏବଂ ଫଲୋ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *