unnamed (2)

ଏହି ଅଭିନେତ୍ରୀଙ୍କୁ ବିବାହ କଲେ ଅଭିନେତା ଗୁଡୁ, ପ୍ରେମ କାହାଣୀ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଆପଣ I

ODISHA

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ,ସାଧାରଣତଃ ସେଲିବ୍ରେଟି ସେମାନଙ୍କ ଦୈନ୍ୟ ଦିନ ଜୀବନର ରହଣି ସହଣୀ ଜଣେ ସାଧାରଣ ଲୋକଙ୍କ ଠାରୁ ଭିନ୍ନ ହୋଇଥାଏ।ଏହି ସେଲିବ୍ରେଟିମାନଙ୍କ ଜୀବନରେ କଣ ଚାଲିଛି ତାହା ଜାଣିବା ପାଇଁ ସେମାନଙ୍କ ଫ୍ୟାନମାନେ କୌତୁହଳ ପ୍ରକାଶ କରିଥାନ୍ତି। ସେମାନେ ନିଜକୁ ସୁନ୍ଦର ଭାବରେ ରଖିବା ପାଇଁ ଚେଷ୍ଟା କରିଥାନ୍ତି, କାରଣ ସେମାନଙ୍କ ଠାରୁ ଆଜିର ଯୁବ ପୀଢ଼ି ମାନେ ଅଭିପ୍ରେରିତ ହୋଇଥାନ୍ତି।

gudu

କଳା ଜଗତରେ ତ ଅନେକ କଳାକାର ଅଭିନୟ କରିଥାନ୍ତି , କିନ୍ତୁ ଯେଉଁ କଳାକାର ନିଜର ଅଭିନୟ ଦର୍ଶକଙ୍କୁ ଭଲ ଲାଗିଲା, ଦର୍ଶକ ମାନେ ସେହି କଳାକାରଙ୍କୁ ଭଲ ପାଇଥାନ୍ତି ଏବଂ ତାଙ୍କର ଫ୍ୟାନ ହୋଇଯାଆନ୍ତି। ଦର୍ଶକମାନେ ନିଜ ନିଜର ପସନ୍ଦିତା ଅଭିନେତା ଅଭିନେତ୍ରୀ ଜୀବନରେ କଣ ଘଟୁଛି, ତାହା ଜାଣିବା ପାଇଁ ଦର୍ଶକ ମାନଙ୍କ ମନ ମଧ୍ୟରେ ସବୁବେଳେ କୌତୁହଳ ରହିଥାଏ।

ମଥାରେ ସିନ୍ଦୂର ଦେଲେ । ସାତ ଜନ୍ମର ସାଥୀ ହୋଇ ପାଦରେ ପାଦ ମିଶାଇ ଚାଲିବାକୁ ପରସ୍ପର କଥା ଦେଲେ । ଏ ହେଉଛି ଗୁଡ଼ୁ ଓ ମାମାଙ୍କ କାହାଣୀ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ହାସ୍ୟ ଅଭିନେତା ଗୁଡ଼ୁ ତାଙ୍କ ପିଲାବେଳର ବାନ୍ଧବୀ ମାମାଙ୍କୁ ବିବାହ କରିଛନ୍ତି । ଆମ୍‌ଫୋଇ ମାଧ୍ୟମରେ ତାଙ୍କ ବିବାହ ସମ୍ପନ୍ନ ହୋଇଛି ।

gudu1

ଓଡ଼ିଆ ଦର୍ଶକଙ୍କ ହୃଦୟରେ ହାସ୍ୟ ଅଭିନେତା ହିସାବରେ ରାଜ୍‌ କରୁଥିବା ଗୁଡ଼ୁ ଆଉ କାହାର ହୃଦୟରେ ଆଜିଠୁ ରାଜ୍‌ କରିବେ । ହାତକୁ ଦି ହାତ ହୋଇ ଆରମ୍ଭ କରିବେ ଜୀବନର ଦ୍ୱିତୀୟ ଇନିଂସ । ଏହି ଅବସରରେ ତାଙ୍କୁ ଓଲିଉଡ୍‌ କଳାକାରଙ୍କ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଚି।

ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *