unnamed (1)

ଲକ୍ଷ୍ମୀଙ୍କ କୃପାରୁ ଆଜିଠାରୁ ଏହି ୪ଟି ରାଶିରେ ଧନବର୍ଷା ଯୋଗ, ତୁରନ୍ତ ହେବେ କୋଟିପତି I

RASIPHALA

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲ ରେ ସ୍ୱାଗତ।ବନ୍ଧୁଗଣ ,ସଭିଙ୍କ ଜୀବନରେ ଧନର ଅଭାବ ରହିଥାଏ ତେବେ ଯଦି ଆପଣଙ୍କ ଗ୍ରହ ନକ୍ଷତ୍ର ସଂଯୋଗ ବିରଳ ଥିବ ତେବେ ରାଶି ନକ୍ଷତ୍ର ଅନୁସାରେ ଆପଣଙ୍କ ଭାଗ୍ୟରେ ବଡ଼ ଧରଣର ପରିବର୍ତ୍ତନ ଘଟିପାରେ।ମାତା ଲକ୍ଷ୍ମୀଙ୍କୁ ଧନର ଦେବୀ ବୋଲି କୁହାଯାଏ। ମାତା ଲକ୍ଷ୍ମୀଙ୍କ ଅନୁଗ୍ରହରୁ ଭିକାରୀ ମଧ୍ୟ ରାତାରାତି କୋଟିପତି ହୋଇପାରେ। ଏବଂ ଲଷ୍ମୀଙ୍କ କୋପ ଦ୍ୱାରା ଜଣେ କୋଟିପତି ମଧ୍ୟ ରାତାରାତି ଭିକାରୀ ହୋଇପାରେ।

laxmi

ତେବେ ଆଜି ଜ୍ୟୋତିଷଶାସ୍ତ୍ର ଅନୁସାରେ ଗୁରୁବାର ଗୁରୁ ବୃହସ୍ପତିଙ୍କ ପଞ୍ଚମ ଗୃହରେ ପ୍ରବେଶ ଏବଂ ବୁଧଙ୍କ ତୃତୀୟ ଗୃହରେ ଆଵସ୍ଥାନ ୪ଟି ରାଶିକୁ ମହାଧନୀ କରିଦେବ।ଆଗାମୀ ମାସ ଏମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ରହିବ।ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ୪ଟି ବିଷୟରେ।ମିଥୁନ ରାଶି – ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ବୀଜୟ ଲାଭ କରିବେ । ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ ।

ତୁଳା ରାଶି -ଶତୃମାନେ ଦୂରେଇଯିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଧନର ଆଗମନ ହୋଇପାରେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ ।

rasi4

ମକର ରାଶି – ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ସହ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବିଦ୍ୟାକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ।

ମୀନ ରାଶି – ସାଧୁଜନପ୍ରିୟ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପରିବାରରେ ସୁଖଭୋଗ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହି ପାରନ୍ତି ।ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *