ଖୁସିର ଦିନ ଆସିଗଲା,ମାଆ ଲକ୍ଷ୍ମୀଙ୍କ କୃପାରୁ ଆଜିଠାରୁ ଏହି ୪ଟି ରାଶିରେ ହେବ ଧନବର୍ଷା,ହେବ ସବୁ ଦୁଃଖ ଦୂର

RASIPHALA

ନମସ୍କାର ବନ୍ଧୁଗଣ,ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ,ମାଆ ଲକ୍ଷ୍ମୀଙ୍କ କୃପାରୁ ଆଜିଠାରୁ ୪ଟି ରାଶିରେ ଧନପ୍ରାପ୍ତି ଯୋଗ ସୃଷ୍ଟି ହେଉଛି। ଗୁରୁ ବୃହସ୍ପତି ପଞ୍ଚମ ଗୃହରେ ଅବସ୍ଥାନ କରିଛନ୍ତି ଫଳରେ ଏହି ରାଶି ମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ ସୃଷ୍ଟି ହେଉଛି।ପୂର୍ବରୁ ଯେତେ ଦୁଃଖ କଷ୍ଟ, ଅଭାବ ଅସୁବିଧା ସହିଥିଲେ ମଧ୍ୟ ମାଆ ଲଷ୍ମୀଙ୍କ ଅନୁଗ୍ରହ ଯୋଗୁଁ ଏହି ରାଶିର ବ୍ୟକ୍ତି ବିଶେଷ ମାନଙ୍କ ଭାଗ୍ୟ ବଦଳିବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।

LAXMII

ମେଷ – କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ।

ମିଥୁନ – ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଭଲ କାମ କରି ସୁଖରେ ଦିନଟି ବିତାଇବେ ।

RASI3

ତୁଳା ରାଶି – ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

ମକର- ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *