ନମସ୍କାର ବନ୍ଧୁଗଣ,ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ,ଆଜି ବିରଳ ଲକ୍ଷ୍ମୀ ବୃହସ୍ପତି ଯୋଗ ସୃଷ୍ଟି ହେଉଛି ଫଳରେ ୪ଟି ରାଶିର ଭାଗ୍ୟ ଚମକିବାକୁ ଯାଉଛି। ଗୁରୁ ବୃହସ୍ପତି ୫ମ ଗୃହରେ ଅବସ୍ଥାନ କରିଛନ୍ତି ଫଳରେ ମାତା ଲକ୍ଷ୍ମୀଙ୍କ ଅନୁଗ୍ରହ ଦ୍ୱାରା ପ୍ରଚୁର ଧନ ପ୍ରାପ୍ତି ଯୋଗ ରହିଛି।ମାତା ଲକ୍ଷ୍ମୀଙ୍କୁ ଧନର ଦେବୀ ଭାବରେ ବିବେଚନା କରାଯାଏ। ମାତା ଲକ୍ଷ୍ମୀଙ୍କ କୃପାଦୃଷ୍ଟି ଦ୍ୱାରା ଜଣେ ବ୍ୟକ୍ତିଙ୍କ ଭାଗ୍ୟ ବଦଳିଯାଇ ପାରେ। ତେବେ ଆସନ୍ତୁ ଜାଣିବା ଏହି ୪ଟି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।
ମେଷ ରାଶି – ଶୁଭ କାମ କରି ପ୍ରଶଂସିତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ । କାର୍ଯ୍ୟକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ ।ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ ।
ମିଥୁନ ରାଶି – ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ରାଜନୀତିରେ ସଫଳତା ମିଳିବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ବିରୋଧୀମାନେ ହଇରାଣ ହେବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ ।
ତୁଳା ରାଶି – ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ।
ମକର ରାଶି – ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।ତେବେ ବନ୍ଧୁମାନେ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖା ଟି ପସନ୍ଦ ଆସିଥିବ ତେବେ ଏହାକୁ ଗୋଟିଏ ସେୟାର କରି ଦିଅନ୍ତୁ କାରଣ ଜ୍ଞାନ ବାଣ୍ଟିବା ଦ୍ୱାରା ବଢ଼ିଥାଏ। ଏଭଳି ଅଧିକ ପୋଷ୍ଟ ପାଇଁ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।