unnamed (2)

ବଢ଼ିଗଲା ସୁନାଦର, ପୁଣିଥରେ ଏତେ ମହଙ୍ଗା ହେଲା ସୁନା ଶୁଣିଲେ ମୁଣ୍ଡରେ ହାତ ଦେବେ I

ODISHA

ନମସ୍କାର ବନ୍ଧୁଗଣ ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ଏହି ସୋମବାର ସୁନା ରେଟ ବହୁତ ଅଧିକ ବଢିଯାଇଛି। ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଶନିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନଥିଲା ।

gold

ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮, ୫୦୦ ଟଙ୍କା ରହିଥିଲା । ଯାହା ଶନିବାର ଏହାର ମୂଲ୍ୟ ୪୮,୩୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୭,୩୮୦ ଟଙ୍କା ରହିଛି । ଶନିବାର ଏହାର ମୂଲ୍ୟ ୪୭,୩୮୦ ଟଙ୍କା ଥିଲା ।ସୋମବାର ଏହା ୪୭,୬୪୦ ଟଙ୍କା ରହିଛି।

ସେହିପରି ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୯୦ ଟଙ୍କା ରହିଛି । ଯାହା ଶନିବାର ୬,୭୯୦ ଟଙ୍କା ଥିଲା ।ଏହା ସୋମବାର ମଧ୍ୟ ୬,୭୯୦ ରହିଛି।

GOLD1

ଅନ୍ୟପଟେ ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କା ରହିଛି ।

ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୯୦ ଟଙ୍କା ରହିଛି । ଯାହା ଶନିବାର ୬,୭୯୦ ଟଙ୍କା ଥିଲା ।ତେବେ ବନ୍ଧୁଗଣ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖାଟି ପସନ୍ଦ ଆସିଥିବ,ଏହାକୁ ନିଜ ବନ୍ଧୁ ପରିଜନଙ୍କ ସହିତ ସେୟାର କରନ୍ତୁ ଏବଂ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *