unnamed (3)

ଭଗବାନ ଶିବଙ୍କ କୃପାରୁ ଆଜିଠାରୁ ଏହି ୪ଟି ରାଶିର ଭାଗ୍ୟ ସମ୍ପୂର୍ଣ୍ଣ ବଦଳିଯିବ I

RASIPHALA

ନମସ୍କାର ବନ୍ଧୁଗଣ, ଆପଣଙ୍କୁ ଆମ ୱେବପୋର୍ଟାଲରେ ସ୍ୱାଗତ। ବନ୍ଧୁଗଣ, ଆଜିଠାରୁ ଭଗବାନ ଶିବଙ୍କ କୃପାରୁ ୪ଟି ରାଶିର ଭାଗ୍ୟ ଚମକିବାକୁ ଯାଉଛି। ଆଜିଠାରୁ ବୃହସ୍ପତି ଏବଂ ଚନ୍ଦ୍ରଙ୍କ ପ୍ରଭାବରୁ ଏହି ରାଶି ମାନଙ୍କର ଭାଗ୍ୟ ର ଉଦୟ ହେବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ଏହି ଭାଗ୍ୟଶାଳୀ ରାଶି ମାନଙ୍କ ବିଷୟରେ।

SHIVA1

ମେଷ ରାଶି – ସରକାରୀ କାମରେ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ । ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ।

ମିଥୁନ ରାଶି – ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଧନର ଆଗମନ ହୋଇପାରେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ ।

RASI3

ମକର ରାଶି – ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ନୂତନ କର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭହେବ । ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ ।

ମୀନ ରାଶି – ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଠାରୁ କିଛି ଅର୍ଥ ଆଦାୟହେବ । ରାଜନୀତି କାର୍ଯ୍ୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।ତେବେ ବନ୍ଧୁଗଣ ଆମେ ଆଶା କରୁଛୁ ଯେ ଆପଣଙ୍କୁ ଏହି ଲେଖାଟି ପସନ୍ଦ ଆସିଥିବ,ଏହାକୁ ନିଜ ବନ୍ଧୁ ପରିଜନଙ୍କ ସହିତ ସେୟାର କରନ୍ତୁ ଏବଂ ତଳେ ଆମ ପେଜ୍ କୁ ଲାଇକ କରିଦିଅନ୍ତୁ।ଧନ୍ୟବାଦ।

Leave a Reply

Your email address will not be published. Required fields are marked *