rasi

୬ ଜାନୁୟାରୀ ୨୦୨୨ ଆଜିର ରାଶିଫଳ – କେମିତି କଟିବ ଆପଣଙ୍କ ଦିନ |

RASIPHALA

ମେଷ : ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତହୁଅନ୍ତୁ ନାହିଁ । କଳା ପ୍ରତି ଆଜି ଆପଣଙ୍କୁ ବିଶେଷ ରୁଚୀ ରହିବ। ଖର୍ଚ୍ଚର ମାତ୍ରା ଆଜି ଅଧିକ ରହିବ। ସନ୍ତାନମାନଙ୍କ ସମ୍ବନ୍ଧିତ ଚିନ୍ତା ବ୍ୟଥିତ କରିବ। ପରନ୍ତୁ ମଧ୍ୟାହ୍ନ ପରେ ଘରେ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ଅସଂମ୍ପୂର୍ଣ୍ଣ କାର୍ଯ୍ୟ ସଂମ୍ପୂର୍ଣ୍ଣ ହେବ। ଶାରୀରିକ ସ୍ଵାସ୍ଥ୍ୟରେ ସୁଧାର ହେବ। ଆର୍ଥିକ ଲାଭ ହେବ।

ବୃଷ : ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ ।ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ । ଆପଣଙ୍କ ଦିନ ଅନୁକୂଳ ରହିବ। ପରିଜନମାନଙ୍କ ସହିତ ଆପଣଙ୍କ ସମ୍ବନ୍ଧ ପ୍ରେମଭରା ରହିବ। ମିତ୍ର ଏବଂ ସ୍ଵଜନମାନଙ୍କଠାରୁ ଉପହାର ମିଳିବ। ବ୍ୟାବସାୟରେ ଉପର ଅଧିକାରୀ ଆପଣଙ୍କ କାର୍ଯ୍ୟରେ ପ୍ରସନ୍ନ ରହିବେ। ଆପଣଙ୍କ ପ୍ରସନ୍ନତାରେ ବୃଦ୍ଧି ହେବ। ମିତ୍ରମାନଙ୍କଠାରୁ ଲାଭ ହେବ।

ମିଥୁନ : ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ । ଆଜିର ଦିନ ଆପଣଙ୍କପାଇଁ ମଧ୍ୟମ ଫଳଦାୟୀ ହେବ। ବ୍ୟବସାୟରେ ଅଧିକାରୀ ଆପଣ ଉପରେ ପ୍ରସନ୍ନ ରହିବେ। ସନ୍ତାନମାନଙ୍କ ସହିତ ମତଭେଦ ହୋଇପାରେ। ପରନ୍ତୁ ମଧ୍ୟାହ୍ନ ପରେ କାର୍ଯ୍ୟାଳୟର ବାତାବରଣରେ ସୁଧାର ହେବ। ପ୍ରମୋସନର ସମ୍ଭାବନା ଅଛି। ମାନ-ସମ୍ମାନର ପ୍ରସଂଗ ଉପସ୍ଥିତ ହେବ।

mithun

କର୍କଟ : ଆଜି ଆପଣଙ୍କୁ ଏମିତି ପ୍ରଶଂସା ମିଳିବ ଯାହା ଆପଣ କେବେ ଆଶା କରି ନଥିବେ । ଆପଣ ନିସ୍ୱାର୍ଥ ଭାବରେ କରିଥିବା କାର୍ଯ୍ୟଯୋଗୁଁ ଆଜି ଆପଣଙ୍କୁ ସୁଫଳ ମିଳିବ । ଆପଣ ବୋଧହୁଏ ଏହା ଭାବିନଥିବେ ଯେ ଆପଣଙ୍କ ଉଚ୍ଚାଧିକାରୀ ଆପଣଙ୍କ ଉପରେ ନଜର ରଖିଛନ୍ତି । ଆଧ୍ୟାତ୍ମିକତା ଏବଂ ଈଶ୍ଵରଙ୍କର ପ୍ରାର୍ଥନାରେ ଅନିଷ୍ଟ ବିଷୟଗୁଡ଼ିକରୁ ଛୁଟି ପ୍ରାପ୍ତ କରି ପାରିବେ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥ ରହିବେ। ମାନହାନି ନ ହେଉ, ଏହାର ଧ୍ୟାନ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ବ୍ୟବସାୟ କ୍ଷେତ୍ରରେ ଆପତ୍ତି ହୋଇପାରେ।

ସିଂହ : ଆଜି ଆପଣଙ୍କୁ ବହୁତ ଧନ,ମାନ,ଯଶ ଏବଂ ସଫଳତା ମିଳିବ । ଆଜି ଆପଣ ଏମିତି ସ୍ଥିତିରେ ଅଛନ୍ତି,ଯେ ନିଜ ବିଚାରକୁ କାର୍ଯ୍ୟରେ ପରିଣତ କରିପାରିବେ । ଆଜିର ଦିନ ମିଶ୍ରିତ ଫଳଦାୟୀ ରହିବ। ସକାଳେ ଆପଣ ଆନନ୍ଦ ଏବଂ ମନୋରଞ୍ଜନରେ ଡୁବି ରହିବେ। ପାରିବାରିକ ବାତାବରଣ ମଧ୍ୟ ଆନନ୍ଦପ୍ରଦ ରହିବ। ଶାରୀରିକ ଏବଂ ମାନସିକ ରୂପରେ ମଧ୍ୟ ଆପଣ ସୁସ୍ଥ ରହିବେ। ମନରେ ନକାରାତ୍ମକ ବିଚାରକୁ ନ ଆସିବାକୁ ଦିଅନ୍ତୁ। ଏହା ମନ ବ୍ୟଥିତ କରିପାରେ।

କନ୍ୟା : କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ । ନୂଆ କାର୍ଯ୍ୟ ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଆଜି ସରକାରୀ ଲାଭ ହେବାର ସମ୍ଭାବନା ଅଛି। ବ୍ୟାପାର ଏବଂ ବ୍ୟବସାୟରେ ଲାଭ ହେବ। ବିଚାରରେ ଶୀଘ୍ର ପରିବର୍ତ୍ତନ ହେବ। ମଧ୍ୟାହ୍ନ ପରେ ମନ ଅସ୍ଥିର ହୋଇପାରେ। ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେଇପାରନ୍ତି।

kanya

ତୁଳା : ଆଜି ସଂଦ୍ଧ୍ୟାରେ ହୋଇଥିବା ସମାରୋହ ଏକ ମହତ୍ତ୍ୱପୂର୍ଣ୍ଣ ପୂରା କରିବ । ବୋଧହୁଏ ଯେ କୌଣସି ମହତ୍ତ୍ୱପୂର୍ଣ୍ଣ ଚ଼ୁକ୍ତି ହେଇପାରେ କିମ୍ବା କୌଣସି ପରିଯୋଜନାକୁ ଶେଷ ରୂପେ ମିଳିପାରେ । ଆଜିର ଦିନ ଆପଣଙ୍କପାଇଁ ମଧ୍ୟମ ଫଳଦାୟୀ ଅଟେ। ଆଜି ମିତ୍ର ତଥା ସ୍ନେହୀଜନମାନଙ୍କ ସହିତ ସାକ୍ଷାତ ଆନନ୍ଦପ୍ରଦ ରହିବ। ଦିନର ଅଧିକାଂଶ ଭାଗ ଧନ ସମ୍ବନ୍ଧିତ ଯୋଜନା ବନାଇବା ପାଇଁ କଟିବ। ପିତା ଏବଂ ବଡ଼ମାନଙ୍କଠାରୁ ଲାଭର ଆଶା ଅଛି।

ବିଚ୍ଛା : ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ । ଆର୍ଥିକ ଦୃଷ୍ଟିକୋଣରୁ ଆଜିର ଦିନ ଲାଭଦାୟୀ ରହିବ। ମିତ୍ର ଏବଂ ପରିଜନମାନଙ୍କର ସହଯୋଗ ଆନନ୍ଦମୟ ହେବ। ଉତ୍ତମ ଭୋଜନ ଏବଂ ବସ୍ତ୍ରର ସୁବିଧା ମଧ୍ୟ ଆପଣଙ୍କୁ ଆଜି ମିଳିବ। ବ୍ୟବସାୟ ଏବଂ ବ୍ୟାପାରରେ ଅନୁକୂଳ ବାତାବରଣରେ ମନରେ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ଭଲ ଚାଲିବ।

ଧନୁ : ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ । ଆର୍ଥିକ ଦୃଷ୍ଟିକୋଣରୁ ଆଜି ଆୟର ତୁଳନାରେ ଖର୍ଚ୍ଚ ଅଧିକ ହୋଇପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, କାହା ସହିତ ମନମାଳିନ୍ୟ ନ ହେଉ ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ସମସ୍ୟାରେ ପରିବର୍ତ୍ତନ ଆସିବ। ଆର୍ଥିକ ଦୃଷ୍ଟିକୋଣରୁ ଲାଭଦାୟୀ ଦିନ ଅଟେ।

dhanu

ମକର : ଏହି ସମୟରେ ଆପଣଙ୍କୁ ଧନ,ମାନ ,ଯଶ ସବୁ ମିଳିପାରିବ । ଆଜି ଆପଣଙ୍କର ମଜା କରିବାର ଦିନ , ଜୀବନ ଆଜି ଆପଣଙ୍କୁ ସେ ସବୁ କିଛି ଦେଇଛି ,ଯାହାପାଇଁ ଆପଣ ବହୁତ ପରିଶ୍ରମ କରିଥିଲେ । ଆଜିର ଦିନ ବହୁତ ଭଲ ଭାବରେ କଟିବ। ସାମାଜିକ ଏବଂ ବ୍ୟବସାୟ କ୍ଷେତ୍ରରେ ଆନନ୍ଦପ୍ରଦ ଏବଂ ଲାଭପ୍ରଦ ସମାଚାର ଆପଣଙ୍କୁ ମିଳିବ। ମିତ୍ରମାନଙ୍କଠାରୁ ମଧ୍ୟ ଶୁଭ ସମାଚାର ମିଳିବ। ଆୟରେ ବୃଦ୍ଧି ହେବ ତଥା ଧନଲାଭ ହେବ।

କୁମ୍ଭ : ଆଜି ସନ୍ଧ୍ୟାରେ ଆପଣ ନିଜର ମୂଲ୍ୟବାନ , ଜିନିଷ ଚୋରୀ ପାଇଁ ଚିନ୍ତିତ ରହିପାରନ୍ତି । ଯେଉଁଥିପାଇଁ ଆପଣ କିଛି ସୁଚିନ୍ତିତ ପଦକ୍ଷେପ ନେଇ ପାରନ୍ତି । ତେଣୁ ସାବଧାନ ରୁହନ୍ତୁ । ଆଜି ଅଧିକ ଭାବନାଶୀଳ ନ ରହିବା ପାଇଁ ଉପଦେଶ। ମାନସିକ ରୂପରେ ଶିଥିଲତା ଅନୁଭବ ହୋଇପାରେ। ବିଦ୍ୟାର୍ଥିମାନଙ୍କପାଇଁ ପାଇଁ ଆଜି ଲାଭକାରୀ ଦିନ ଅଟେ। ସମ୍ଭବ ହୋଇପାରିଲେ ଯାତ୍ରାକୁ ଟାଳି ଦିଅନ୍ତୁ। ସମ୍ମାନର ଭଙ୍ଗ ନ ହେଉ, ଏହାର ଧ୍ୟାନ ରଖିବେ।

ମୀନ :ଆଜି ଆପଣ ସଫଳତାର ମୁକୁଟ ପିନ୍ଧିବେ ,ଏହି ସଫଳତାର ଅସଲ ହକଦାର ଆପଣ, କାରଣ ଏହି ସଫଳତା ପାଇବା ପାଇଁ ଆପଣ ଅପ୍ରାଣ ଉଦ୍ୟମ କରିଛନ୍ତି । ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ । କଥାବାର୍ତ୍ତା କରିବା ସମୟରେ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ସୁଖ-ଶାନ୍ତି ଏବଂ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ। ମାନ-ସମ୍ମାନରେ ବୃଦ୍ଧି ହେବ। ଆର୍ଥିକ ଲାଭ ହେବ। ମଧ୍ୟାହ୍ନ ପରେ ଆପଣ ମିତ୍ର ଏବଂ ସ୍ଵଜନମାନଙ୍କ ସହିତ ସମୟ କଟାଇବେ। ବାହନସୁଖ ମିଳିବାରୁ ମନ ପ୍ରଫୁଲ୍ଲିତ ରହିବ।

Leave a Reply

Your email address will not be published. Required fields are marked *